info@buecher-doppler.ch
056 222 53 47
Warenkorb
Ihr Warenkorb ist leer.
Gesamt
0,00 CHF
  • Start
  • Natakara Biswarupa

Natakara Biswarupa

Angebote / Angebote:

ନାଟକର ବିଶ୍ୱରୂପ' ସଂଘମିତ୍ରା ମିଶ୍ରଙ୍କର ନାଟକ ସମାଲୋଚନା ପୁସ୍ତକ । ୨୦ଟି ପ୍ରବନ୍ଧ ନେଇ ଏହାର ପ୍ରାଣ ପ୍ରତିଷ୍ଠା । ସଂଘମିତ୍ରା ମିଶ୍ର ନାଟକ ତଥା ନାଟ୍ୟସମାଲୋଚନା କ୍ଷେତ୍ରରେ ଏକ ଉଜ୍ୱଳ ଉଦାହରଣ । ତାଙ୍କର ଦୀର୍ଘ କାଳର ନାଟକପଠନ, ଦର୍ଶନ, ଗବେଷଣା ଓ ପାଠ୍ୟଦାନ ତଥା ପିଏଚ୍]ଡି ଗବେଷଣାର ଦିଗ୍]ଦର୍ଶନ ତାଙ୍କୁ ନାଟକକୁ ଭିନେ ବାଗରେ ଦେଖିବାର ଆଗ୍ରହ ଦେଇଛି । ନାଟକ ସହିତ ଏକାତ୍ମ ହେବାର ଅନୁଭବ ନେଇ ରଚିତ ଏହି ପ୍ରବନ୍ଧଗୁଡ଼ିକ ଆଗ୍ରହୀ ପାଠକଙ୍କର ପ୍ରତ୍ୟାଶା ଅବଶ୍ୟ ପୂରଣ କରିବ ଏହି ଆଶା ଆମେ ରଖିଛୁ ।
Folgt in ca. 15 Arbeitstagen

Preis

21,50 CHF

Artikel, die Sie kürzlich angesehen haben